ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଥିବା ଗୋପାଳପୁର ବେଳାଭୂମିରେ ପ୍ରଥମଥର ପାଇଁ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହେବ।