ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା । ସ୍ବର୍ଣ୍ଣ ବିଭୂଷିତ ହୋଇ ରାଜାଧିରାଜ ବେଶ ଧାରଣ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ ।