ଜମୁଛି ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ । ଶୀତୁଆ ସନ୍ଧ୍ୟାରେ କଣ୍ଠଶିଳ୍ପୀଙ୍କ ଗୀତରେ ମତୁଆଲା ହେଉଛନ୍ତି ରାଜଧାନୀବାସୀ ।