ଝାରସୁଗୁଡ଼ା-ବାଗଡିହି ରାସ୍ତା କାଦୋବାହାଲ ଜଙ୍ଗଲରୁ ନବଜାତ ଶିଶୁକନ୍ୟା ଉଦ୍ଧାର । ବର୍ତ୍ତମାନ ଶିଶୁଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଥିବାବେଳେ ସ୍ବାସ୍ଥ୍ୟବସ୍ଥା ସ୍ଥିର ଅଛି ।