ଆଜି ହେଉଛି ମାଣ୍ଡିଆ ଦିବସ । ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଓଡ଼ିଶାକୁ ପ୍ରଶଂସା କରିଛନ୍ତି କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ ।