ପୁରୀ, ଭୁବନେଶ୍ବର, କଟକରେ ହାଇଆଲର୍ଟ ଜାରି କରାଯାଇଛି । ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।