ନୂଆପଡା ଉପ ନିର୍ବାଚନରେ ଭୋଟ୍ ଦେଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । 66 ନମ୍ବର ବୁଥରେ ପହଞ୍ଚି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।