ଚଳଚ୍ଚିତ୍ର ଅଭିଲେଖାଗାର ପ୍ରତିଷ୍ଠା ପାଇଁ ଓଡ଼ିଶା ସରକାରଙ୍କ ଉଦ୍ୟମ, ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍ ସହ ବୁଝାମଣା
2025-11-19 4 Dailymotion
ଶେଷ ହେଲା ୧୦ମ ଚଳଚ୍ଚିତ୍ର ସଂରକ୍ଷଣ ଏବଂ ପୁନରୁଦ୍ଧାର କର୍ମଶାଳା। ଓଡ଼ିଶା ସରକାର ଓ ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍ ମଧ୍ୟରେ ଚଳଚ୍ଚିତ୍ର ଅଭିଲେଖାଗାର ସ୍ଥାପନା ନେଇ MoU ସ୍ୱାକ୍ଷର ।