2023 ମସିହାରେ ବୃହତ ପାନୀୟଜଳ ଯୋଗାଣ ପ୍ରକଳ୍ପ କାମ ଆରମ୍ଭ ହୋଇଥିଲା । ସଠିକ ସମୟରେ ସରିନି କାମ । ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ।