ଆସନ୍ତା ନଭେମ୍ବର ୨୭ ତାରିଖରୁ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ ଶୀତକାଳୀନ ଅଧିବେଶନ । ଅଧିବେଶନରେ ମୋଟ ୨୯ଟି କାର୍ଯ୍ୟ ଦିବସ ରହିଛି।