ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଭୁବନେଶ୍ବରରେ ପହଞ୍ଚିଛନ୍ତି ନିକଟରେ ମହାକାଶରୁ ଫେରିଥିବା ମହାକାଶଚାରୀ ଶୁଭାଂଶୁ ଶୁକ୍ଳା । ପିଲାଙ୍କ ସହ ବାଣ୍ଟିଲେ ଅନୁଭୂତି ।