ଆସନ୍ତା ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-20 ମ୍ୟାଚକୁ ଶୃଙ୍ଖଳିତ କରିବା ପାଇଁ ଓସିଏ ପକ୍ଷରୁ ଏକାଧିକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି ।