36ତମ କୋଣାର୍କ ମହୋତ୍ସବ ଏବଂ 15ତମ ଅନ୍ତର୍ଜାତୀୟ ବାଲୁକାକଳା ପ୍ରଦର୍ଶନୀ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆରମ୍ଭ ହୋଇଛି ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ।