କେନ୍ଦ୍ରାପଡ଼ା ଜିଲ୍ଲାରେ ନାଲି ଇଟା ନିର୍ମାଣ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।