ଶୃଙ୍ଖଳିତ ନୀତିକାନ୍ତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାରମ୍ବାର ବୈଠକ ପରେ ମଧ୍ୟ ମିଳୁନି ସୁଫଳ । ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ।