Surprise Me!

ଆଦିବାସୀ ମହୋତ୍ସବ ପରବ ଆରମ୍ଭ; ମନ ମୋହିଲା ଆଦିବାସୀ ସଂସ୍କୃତି ଓ ଚାଲିଚଳଣିର ଝଲକ

2025-12-19 9 Dailymotion

ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ 2025ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଉଦଘାଟିତ ହୋଇଛି । ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି ।

Buy Now on CodeCanyon