ଗାଡିର ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ମିଳିବ ନାହିଁ ତେଲ । ତୈଳ ବିକ୍ରୟକାରୀ କମ୍ପାନୀଙ୍କୁ ଚିଠି ଲେଖିଛି ବାଣିଜ୍ୟ ଓ ପରିବହନ ବିଭାଗ ।