କପା କ୍ଷେତକୁ କପା ତୋଳିବାକୁ ଯାଇଥିବା ବେଳେ ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ୩ ଜଣ ମିଶି ଗଣଦୁଷ୍କର୍ମ ଭଳି କାଣ୍ଡ ଭିଆଇଥିବା ଅଭିଯୋଗ ହୋଇଛି ।