ମୟୂରଭଞ୍ଜ ADMଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
2026-01-11 566 Dailymotion
ଟେଣ୍ଡର କାମ ପାଇଁ ଆସିଥିବା ସ୍ଥାନୀୟ ଲୋକଙ୍କୁ ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲାପାଳ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି । ରାଇରଙ୍ଗପୁର ଥାନାରେ ଏତଲା । ଘଟଣାକୁ ନେଇ ପ୍ରତିକ୍ରିୟା ରଖିଲେ ADM ।