ଜାତୀୟ ଯୁବ ଦିବସରେ ମୋକିମ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ହୋଇଥିଲା ସ୍ୱତନ୍ତ୍ର କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲେ ଝିଅ ସୋଫିଆ । ଖୋଲା ମଞ୍ଚରେ ବାପାଙ୍କୁ ପ୍ରଶଂସା କଲେ ।