୨୦୨୭ରେ ତ୍ରିସ୍ତରୀୟ ପଞ୍ଚାୟତ ଏବଂ ପୌରପାଳିକା ନିର୍ବାଚନକୁ ନଜରରେ ରଖି ଓଡ଼ିଶାରେ ପୁଣି ଥରେ ସଶକ୍ତ ହେବ ପ୍ରଦେଶ କଂଗ୍ରେସ । ଏଥିପାଇଁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ସରିଛି ।