ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ଓ ଆଦର୍ଶ ଗୁରୁକୁଳ ସୋସାଇଟି ସାଧାରଣ ପରିଷଦ ବୈଠକରେ ଅନେକ ଗୁରୁତ୍ତ୍ୱପୂର୍ଣ ନିଷ୍ପତ୍ତି ନିଆଯାଇଛି ।