ଆଗାମୀ ଦିନରେ ଆୟୁଷ୍ମାନ ଭାରତର ସମସ୍ତ ଡାଟା ଓଡ଼ିଆରେ ଉପଲବ୍ଧ ହେବା ସହିତ ସାଧାରଣ ଲୋକଙ୍କୁ ଯୋଜନା ବୁଝିବା ଓ ସୁବିଧା ନେବା ଅଧିକ ସହଜ ହେବ ।