ଶ୍ରୀମନ୍ଦିରରେ ପୋଲିସ ମାଡ଼ରେ ଜଣେ ନାବାଳକର ଉଡ଼ିଲା ଚେତା । ପୁରୀ ବଡ଼ ଡାକ୍ତରଖାନାରେ ଭର୍ତ୍ତି । କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କଲେ ପରିବାର ଲୋକେ ।