ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ବଦଳିବ ଶ୍ବେତଗଙ୍ଗା ପୁଷ୍କରିଣୀ ରୂପ
2026-01-24 7 Dailymotion
ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତୁତି ଆରମ୍ଭ ।