Surprise Me!

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ କଲେ ହାଇକୋର୍ଟ

2026-01-30 2 Dailymotion

ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ କଲେ ହାଇକୋର୍ଟ । ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହୋଇନଥିବା ଅଭିଯୋଗରେ ଜବାବ ତଲବ ।

Buy Now on CodeCanyon