Surprise Me!

ଉଦଯାପିତ ହେଲା ଗୋପାଳପୁର ବେଳାଭୂମି ମହୋତ୍ସବ; ଗଞ୍ଜାମବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି

2026-01-31 45 Dailymotion

ଗୋପାଳପୁର ମହୋତ୍ସବ ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ ବୋଲି କହିଲେ ମୁଖ୍ୟମନ୍ତ୍ରୀ । ଗଞ୍ଜାମବାସୀଙ୍କୁ ଦେଲେ ୪୯୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଭେଟି ।

Buy Now on CodeCanyon