Surprise Me!

ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ପୂର୍ବରୁ ତାଳବଣିଆ ହେଲିପ୍ୟାଡରେ ହେଲିକପ୍ଟର ଅବତରଣର ପ୍ରାକ୍ ଅଭ୍ୟାସ

2026-02-01 4 Dailymotion

ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ପୂର୍ବରୁ ଆଜି ତାଳବଣିଆ ହେଲିପ୍ୟାଡରେ ଦୁଇଟି ହେଲିକପ୍ଟର ଅବତରଣର ପ୍ରାକ୍ ଅଭ୍ୟାସ କରିଛି। ହେଲିପ୍ୟାଡରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୁରୀ ଏସପି ପ୍ରତୀକ ସିଂ।

Buy Now on CodeCanyon