କାଲିଠୁ 3 ଦିନିଆ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଇରଙ୍ଗପୁରରେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଏଡିଜି ଓ ମୟୂରଭଞ୍ଜ ଏସପି ବରୁଣ ଗୁଣ୍ଟୁପାଲି ।