ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିବାରୁ ୧୦ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ବ୍ରହ୍ମପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।