ଗଞ୍ଜାମ ଜିଲ୍ଲା ପାଇଁ ବିଜେଡି ପକ୍ଷରୁ ଦୁଇ ଜଣ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା ହେବା ପରେ ଦଳୀୟ ସଂଗଠନକୁ ମଜବୁତ କରିବା ପାଇଁ ଅଣ୍ଟା ଭିଡ଼ିଲେଣି ନେତା ଓ କର୍ମୀ ।