Surprise Me!

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ନାବାଳିକାର ଜୀବନ ବଞ୍ଚାଇ ଦେଲା ମୃତ କୁକୁର !

2026-02-09 59 Dailymotion

ବିଦ୍ୟାଳୟରୁ ଫେରୁଥିବା ସମୟରେ ଜଣେ ନବମ ଶ୍ରେଣୀ ଛାତ୍ରୀ କୌଣସି କାରଣରୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ୟୁନିଫର୍ମ ଓ ସ୍କୁଲ ବ୍ୟାଗ୍ ସହ ମହେନ୍ଦ୍ରତନୟା ନଦୀ ବ୍ରିଜ ଉପରୁ ଡେଇଁ ପଡିଥିଲେ ।

Buy Now on CodeCanyon