ଝାରସୁଗୁଡ଼ାରେ ଭୟଙ୍କର ସଡ଼କ ଦୁର୍ଘଟଣା । ଟ୍ରକ୍ ଏବଂ ପିସିଆର୍ ଭ୍ୟାନ ମୁହାଁମୁହିଁ ଧକ୍କା । ପାଞ୍ଚ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ।