ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ 4 କୋଟି ଜବତ, ଗିରଫ ହେଲେ ଖଣି ଉପ ନିର୍ଦ୍ଦେଶକ ଦେବବ୍ରତ
2026-02-25 1 Dailymotion
କୋଇଲା ଡିପୋ ଭଲରେ ଚାଲିବା ତଥା ପରିବହନ ପାଇଁ ଅନୁମତି ଦେବା ପ୍ରତିଶ୍ରୁତିରେ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତି ଟଙ୍କା ଲାଞ୍ଚ ନେଉଥିଲେ । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ ପ୍ରକ୍ରିୟା ଆରମ୍ଭ।