ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ଆସିଲେନି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଅସନ୍ତୋଷ ପ୍ରକାଶ କଲେ ମହାମହିମ
2026-03-07 157 Dailymotion
ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟକ୍ରମରେ ଅନୁପସ୍ଥିତ ରହିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କାର୍ଯ୍ୟକ୍ରମ ସ୍ଥାନ ପରିବର୍ତ୍ତନକୁ ନେଇ ଅସନ୍ତୋଷ ପ୍ରକାଶ କଲେ ମହାମହିମ ।