ଗତ ବର୍ଷ ଅପେକ୍ଷା ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ ୨୦ ପ୍ରତିଶତ ବୃଦ୍ଧି ପାଇଛି । ଯାହାକୁ ନେଇ କିଛି କର୍ପୋରେଟର ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ ।