ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ଆହୁରି 24 ଘଣ୍ଟା ପର୍ଯ୍ୟନ୍ତ ବର୍ଷା ସମ୍ଭାବନା । ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ।