ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା, ଘରୋଇ ସ୍କୁଲରେ ତଦନ୍ତ କଲେ OSCPCR ଅଧ୍ୟକ୍ଷା
2026-03-10 2 Dailymotion
ରାଜକନିକା ଘରୋଇ ସ୍କୁଲରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଆଜି ଘରୋଇ ସ୍କୁଲରେ ତଦନ୍ତ କରିଛନ୍ତି ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ର ।