ଦୁଇଟି ପୃଥକ ଘଟଣାରେ ପ୍ରାୟ 341 କେଜି ଗଞ୍ଜେଇ ଜବତ ହୋଇଥିବା ବେଳେ 4 ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି l