କଟକ ଏସସିବି ଅଗ୍ନିକାଣ୍ଡରେ 10 ମୃତ, ଏକାଧିକ ସଙ୍କଟାପନ୍ନ: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
2026-03-16 0 Dailymotion
ଏସସିବି ମେଡିକାଲ ଅଗ୍ନିକାଣ୍ଡରେ ମୃତ 10 ଜଣଙ୍କର ପରିଚୟ ମିଳିଛି । ଘଟଣାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେବା ସହ ମୃତକଙ୍କ ପରିବାରକୁ 25ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।