ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ୭ ଦିନ ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ । ରିପୋର୍ଟ- ଦେବସ୍ମିତା ରାଉତ ।