ତାଳଚେରରେ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା । ନବଦିନାତ୍ମକ ପବିତ୍ର ଯାତ୍ରାରେ ସପରିବାର ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।