ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୧ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୧୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ରିପୋର୍ଟ: ଦେବସ୍ମିତା ରାଉତ