କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଜିଲ୍ଲା ବେସାମରିକ ଯୋଗାଣ ବିଭାଗ ପକ୍ଷରୁ ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ନେତୃତ୍ୱରେ ଦୈନିକ ଚଢାଉ ଜାରି ରହିଛି ।