୩୦ରୁ ଆରମ୍ଭ ହେବ SIR, ବି.ଏଲ୍.ଓ ମାନଙ୍କୁ ସହଯୋଗ କରିବା ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କ ଅପିଲ୍
2026-05-29 1 Dailymotion
ରାଜ୍ୟରେ ୩୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଏସ୍.ଆଇ.ଆର୍ । ବି.ଏଲ୍.ଓମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବା ପାଇଁ ଅପିଲ୍ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ଭି.କିର୍ତ୍ତୀଭାଶନ । ରିପୋର୍ଟ- ସମୀର କୁମାର ଆଚାର୍ଯ୍ୟ