ଏସଆଇଆର କାର୍ଯ୍ୟକ୍ରମରେ ଜନସାଧାରଣଙ୍କୁ ସଚେତନ କରାଯିବା ସହ ସ୍ୱଚ୍ଛ ଓ ସୁସ୍ଥ ପରିବେଶ ଗଠନ ପାଇଁ ସମସ୍ତଙ୍କ ସକ୍ରିୟ ସହଯୋଗର ଆବଶ୍ୟକତା ଉପରେ ଆଲୋକପାତ କରାଯାଇଥିଲା । ରିପୋର୍ଟ- ସମୀର ଆଚାର୍ଯ୍ୟ