ରଥଯାତ୍ରାରେ ଭକ୍ତଙ୍କ ସୁରକ୍ଷା ଉପରେ ଗୁରୁତ୍ୱ: ୭୦୦ରୁ ଅଧିକ ହୋଟେଲରେ ନାହିଁ ଅଗ୍ନି ନିରାପତ୍ତା ବ୍ୟବସ୍ଥା
2026-06-10 0 Dailymotion
ରଥଯାତ୍ରା ପୂର୍ବରୁ ସବୁ ହୋଟେଲ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ କଡ଼ା ଯାଞ୍ଜ ପାଇଁ ଅଗ୍ନିଶମ ଡିଜିଙ୍କ ନିର୍ଦ୍ଦେଶ । ରିପୋର୍ଟ- ଶକ୍ତି ପ୍ରସାଦ ମିଶ୍ର