ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ୧୦୮ ସୁବାସିତ ଜଳରେ ସ୍ନାନ କଲେ ଚତୁର୍ଦ୍ଧା ମୂର୍ତ୍ତି
2026-06-29 64 Dailymotion
ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ଜଗନ୍ନାଥ ମନ୍ଦିରରେ ଶହ ଶହ ଭକ୍ତଙ୍କ ଭିଡ । ନିର୍ଦ୍ଧାରିତ ନୀତିକାନ୍ତି ସୂଚୀ ଅନୁଯାୟୀ ସ୍ନାନଯାତ୍ରାର ସମସ୍ତ କାର୍ଯ୍ୟ ସମ୍ପାଦନ ହୋଇଛି । ରିପୋର୍ଟ:ସଞ୍ଜୟ ପରିଡା