୧ରୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୨ ତାରିଖରୁ ବଢ଼ିବ ବର୍ଷା । ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା । ରିପୋର୍ଟ: ଦେବସ୍ମିତା ରାଉତ