Rain Alert: ମାଡ଼ି ଆସୁଛି ଲଘୁଚାପ, ରାଜ୍ୟରେ ଅତିପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି
2026-07-04 1 Dailymotion
ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ଏବେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରିପୋର୍ଟ: ଦେବସ୍ମିତା ରାଉତ, ସୁଶାନ୍ତ କୁମାର ପାତ୍ର